ଲେବୀୟ ପୁସ୍ତକ 23:11 - ଓଡିଆ ବାଇବେଲ11 ତହିଁରେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବା ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ବିଡ଼ା ଦୋଳାଇବ; ବିଶ୍ରାମବାରର ପରଦିନ ଯାଜକ ତାହା ଦୋଳାଇବ। Ver Capítuloପବିତ୍ର ବାଇବଲ (Re-edited) - (BSI)11 ତହିଁରେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବା ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ବିଡ଼ା ଦୋଳାଇବ; ବିଶ୍ରାମବାରର ପରଦିନ ଯାଜକ ତାହା ଦୋଳାଇବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବା ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ବିଡ଼ା ଦୋଳାଇବ; ବିଶ୍ରାମବାରର ପରଦିନ ଯାଜକ ତାହା ଦୋଳାଇବ। Ver Capítuloପବିତ୍ର ବାଇବଲ11 ତହିଁରେ ସବୁଦିନ ପାଇଁ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବା ନିମନ୍ତେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ବିଡ଼ା ଟେକିବ। ବିଶ୍ରାମ ଦିନ ପରେ ସେ ଏହାକୁ ଝୁଲାଇବା ଉଚିତ୍। Ver Capítulo |