ଲେବୀୟ ପୁସ୍ତକ 23:13 - ଓଡିଆ ବାଇବେଲ13 ପୁଣି, ଐଫାର ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ତହିଁର ଭକ୍ଷ୍ୟ ନୈବେଦ୍ୟ ହେବ, ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ; ଆଉ, ଏକ ହିନ୍ ଦ୍ରାକ୍ଷାରସର ଚତୁର୍ଥାଂଶ ତହିଁର ପେୟ ନୈବେଦ୍ୟ ହେବ। Ver Capítuloପବିତ୍ର ବାଇବଲ (Re-edited) - (BSI)13 ପୁଣି, ଐଫାର ଦୁଇ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ତହିଁର ଭକ୍ଷ୍ୟ-ନୈବେଦ୍ୟ ହେବ, ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ; ଆଉ, ଏକ ହିନ୍ ଦ୍ରାକ୍ଷାରସର ଚତୁର୍ଥାଂଶ ତହିଁର ପେୟ-ନୈବେଦ୍ୟ ହେବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ଐଫାର ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ତହିଁର ଭକ୍ଷ୍ୟ ନୈବେଦ୍ୟ ହେବ, ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ; ଆଉ, ଏକ ହିନ୍ ଦ୍ରାକ୍ଷାରସର ଚତୁର୍ଥାଂଶ ତହିଁର ପେୟ-ନୈବେଦ୍ୟ ହେବ। Ver Capítuloପବିତ୍ର ବାଇବଲ13 ପୁଣି ଐଫାର ଦୁଇ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ସେହି ଦିନ ଶସ୍ୟ ନୈବେଦ୍ୟ ରୂପେ ଉତ୍ସର୍ଗ କରାଯିବା ଉଚିତ୍। ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୁବାସିତ ନୈବେଦ୍ୟ ହେବ, ଆଉ ଏକ ଚତୁର୍ଥାଂଶ ଦ୍ରାକ୍ଷାରସ ତହିଁର ପେୟନୈବେଦ୍ୟ ରୂପେ ଉତ୍ସର୍ଗ କରାଯିବ। Ver Capítulo |