ଲେବୀୟ ପୁସ୍ତକ 23:16 - ଓଡିଆ ବାଇବେଲ16 ଏହିରୂପେ ସପ୍ତମ ବିଶ୍ରାମବାରର ପର ଦିନ ପର୍ଯ୍ୟନ୍ତ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ। Ver Capítuloପବିତ୍ର ବାଇବଲ (Re-edited) - (BSI)16 ଏହିରୂପେ ସପ୍ତମ ବିଶ୍ରାମବାରର ପର ଦିବସଯାଏ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ-ନୈବେଦ୍ୟ ଉତ୍ସର୍ଗ କରିବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏହିରୂପେ ସପ୍ତମ ବିଶ୍ରାମବାରର ପରଦିନ ପର୍ଯ୍ୟନ୍ତ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ। Ver Capítuloପବିତ୍ର ବାଇବଲ16 ଏହିରୂପେ ତୁମ୍ଭେ ବିଶ୍ରାମ ଦିନ ପରେ ସପ୍ତମ ଦିନଠାରୁ, ପଗ୍ଭଶ୍ ଦିନ ଗଣନା କରିବା ଉଚିତ୍। ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଶସ୍ୟ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍। Ver Capítulo |