La Biblia Online

- Anuncios -




ଲେବୀୟ ପୁସ୍ତକ 23:22 - ଓଡିଆ ବାଇବେଲ

22 ଆଉ, ତୁମ୍ଭମାନଙ୍କ ଭୂମିର ଶସ୍ୟ ତୁମ୍ଭେମାନେ କାଟିବା ବେଳେ, ତୁମ୍ଭେ ଆପଣା କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସଂଗ୍ରହ କରିବ ନାହିଁ; ତୁମ୍ଭେ ତାହା ଦୁଃଖୀ ଓ ବିଦେଶୀ ପାଇଁ ଛାଡ଼ିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

22 ଆଉ, ତୁମ୍ଭମାନଙ୍କ ଭୂମିର ଶସ୍ୟ ତୁମ୍ଭେମାନେ କାଟିବା ବେଳେ, ତୁମ୍ଭେ ଆପଣା କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ପତିତ ଶସ୍ୟ ସଂଗ୍ରହ କରିବ ନାହିଁ; ତୁମ୍ଭେ ତାହା ଦୁଃଖୀ ଓ ବିଦେଶୀ ପାଇଁ ଛାଡ଼ିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ, ତୁମ୍ଭମାନଙ୍କ ଭୂମିର ଶସ୍ୟ ତୁମ୍ଭେମାନେ କାଟିବା ବେଳେ, ତୁମ୍ଭେ ଆପଣା କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସଂଗ୍ରହ କରିବ ନାହିଁ; ତୁମ୍ଭେ ତାହା ଦୁଃଖୀ ଓ ବିଦେଶୀ ପାଇଁ ଛାଡ଼ିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

Ver Capítulo Copiar

ପବିତ୍ର ବାଇବଲ

22 “ଆଉ ତୁମ୍ଭେମାନେ ଶସ୍ୟ କାଟିଲାବେଳେ, କ୍ଷେତ୍ରରୁ ସମସ୍ତ ଶସ୍ୟ ନିଃଶେଷ କରି କାଟିବ ନାହିଁ। ଆଉ ତଳେ ପଡ଼ିଥିବା ଶସ୍ୟକୁ ସାଉଁଟିବ ନାହିଁ। ତୁମ୍ଭେମାନେ ସେସବୁ ଦୁଃଖୀ ଓ ବିଦେଶୀମାନଙ୍କ ପାଇଁ ଛାଡ଼ିବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

Ver Capítulo Copiar




ଲେବୀୟ ପୁସ୍ତକ 23:22

Síguenos en:

Anuncios


Anuncios