La Biblia Online

- Anuncios -




ଲେବୀୟ ପୁସ୍ତକ 23:34 - ଓଡିଆ ବାଇବେଲ

34 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

34 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର-ପର୍ବ ହେବ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ।

Ver Capítulo Copiar

ପବିତ୍ର ବାଇବଲ

34 “ତୁମ୍ଭେ ଇସ୍ରାଏଲର ସନ୍ତାନଗଣଙ୍କୁ କୁହ, ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ପାଳିତ ହେବ।

Ver Capítulo Copiar




ଲେବୀୟ ପୁସ୍ତକ 23:34

Síguenos en:

Anuncios


Anuncios