La Biblia Online

- Anuncios -




ଲେବୀୟ ପୁସ୍ତକ 25:37 - ଓଡିଆ ବାଇବେଲ

37 ତୁମ୍ଭେ ସୁଧରେ ତାହାକୁ ଟଙ୍କା ଦେବ ନାହିଁ, କିଅବା ଦେଢ଼ି (ଦେଢ଼ଗୁଣ ସୁଧହାର) ପାଇଁ ତାହାକୁ ଆପଣା ଅନ୍ନ ଦେବ ନାହିଁ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

37 ତୁମ୍ଭେ ସୁଧରେ ତାହାକୁ ଟଙ୍କା ଦେବ ନାହିଁ, କିଅବା ଦେଢ଼ି ପାଇଁ ତାହାକୁ ଆପଣା ଅନ୍ନ ଦେବ ନାହିଁ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ତୁମ୍ଭେ ସୁଧରେ ତାହାକୁ ଟଙ୍କା ଦେବ ନାହିଁ, କିଅବା ଦେଢ଼ି (ଦେଢ଼ଗୁଣ ସୁଧହାର) ପାଇଁ ତାହାକୁ ଆପଣା ଅନ୍ନ ଦେବ ନାହିଁ।

Ver Capítulo Copiar

ପବିତ୍ର ବାଇବଲ

37 ତାକୁ ଟଙ୍କା ଧାର ଦେଇ ତା'ଠାରୁ ସୁଧ ଆଦାୟ କର ନାହିଁ। ଆଉ ତାକୁ ଅନ୍ନ ଦେଇ ତା'ଠାରୁ ଲାଭ ଗ୍ରହଣ କର ନାହିଁ।

Ver Capítulo Copiar




ଲେବୀୟ ପୁସ୍ତକ 25:37

Síguenos en:

Anuncios


Anuncios