ଲେବୀୟ ପୁସ୍ତକ 25:5 - ଓଡିଆ ବାଇବେଲ5 ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହାବିଶ୍ରାମ ବର୍ଷ ହେବ। Ver Capítuloପବିତ୍ର ବାଇବଲ (Re-edited) - (BSI)5 ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହାବିଶ୍ରାମ-ବର୍ଷ ହେବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହା ବିଶ୍ରାମ ବର୍ଷ ହେବ। Ver Capítuloପବିତ୍ର ବାଇବଲ5 ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ହୋଇଥିବ, ତାକୁ ତୁମ୍ଭେମାନେ କାଟିବ ନାହିଁ କିମ୍ବା ତୁମ୍ଭ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ। ତାହା ଭୂମିର ମହାବିଶ୍ରାମ ବର୍ଷ ହେବ। Ver Capítulo |