ଲେବୀୟ ପୁସ୍ତକ 25:53 - ଓଡିଆ ବାଇବେଲ53 ବର୍ଷକୁ ବର୍ଷ ନିଯୁକ୍ତ ଦାସ ତୁଲ୍ୟ ସେ ତାହା ସହିତ ରହିବ; ତୁମ୍ଭ ସାକ୍ଷାତରେ ତାହା ଉପରେ କେହି କଠିନ କର୍ତ୍ତୃତ୍ୱ କରିବ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)53 ବର୍ଷକୁ ବର୍ଷ ନିଯୁକ୍ତ ଦାସ ତୁଲ୍ୟ ସେ ତାହା ସହିତ ରହିବ; ତୁମ୍ଭ ସାକ୍ଷାତରେ ତାହା ଉପରେ କେହି କଠିନ କର୍ତ୍ତୃତ୍ଵ କରିବ ନାହିଁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 ବର୍ଷକୁ ବର୍ଷ ନିଯୁକ୍ତ ଦାସ ତୁଲ୍ୟ ସେ ତାହା ସହିତ ରହିବ; ତୁମ୍ଭ ସାକ୍ଷାତରେ ତାହା ଉପରେ କେହି କଠିନ କର୍ତ୍ତୃତ୍ୱ କରିବ ନାହିଁ। Ver Capítuloପବିତ୍ର ବାଇବଲ53 ମାତ୍ର ସେହି ବ୍ୟକ୍ତି ତା’ ସହିତ ଜଣେ କ୍ଷଣସ୍ଥାୟୀ ଘରୋଇ ସାହାଯ୍ୟକାରୀ ହିସାବରେ ରହିବ। ତୁମ୍ଭ ସାକ୍ଷାତରେ ତାହା ଉପରେ କେହି କଠୋର କର୍ତ୍ତୃତ୍ୱ କରି ପାରିବେ ନାହିଁ। Ver Capítulo |