ଲେବୀୟ ପୁସ୍ତକ 26:4 - ଓଡିଆ ବାଇବେଲ4 ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭମାନଙ୍କୁ ବୃଷ୍ଟି ଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ। Ver Capítuloପବିତ୍ର ବାଇବଲ (Re-edited) - (BSI)4 ତେବେ ଆମ୍ଭେ ତୁମ୍ଭମାନଙ୍କୁ ବୃଷ୍ଟି ଉପଯୁକ୍ତ ସମୟରେ ଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭମାନଙ୍କୁ ବୃଷ୍ଟିଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ। Ver Capítuloପବିତ୍ର ବାଇବଲ4 ଯଦି ତୁମ୍ଭେ ତାହା କର, ଆମ୍ଭେ ଠିକ୍ ଋତୁରେ ବର୍ଷା କରିବା, ଆଉ ତୁମ୍ଭେମାନେ ସର୍ବଦା ଆମ୍ଭର କରୁଣା ପାଇବ ଏବଂ ତୁମ୍ଭମାନଙ୍କର ଦରକାର ଅନୁସାରେ ତୁମ୍ଭେମାନେ ବୃଷ୍ଟି ପାଇ ପାରିବ। ଭୂମି ଯଥେଷ୍ଟ ଶସ୍ୟ ଉତ୍ପନ୍ନ କରିବ ଓ ବୃକ୍ଷଗୁଡ଼ିକ ପ୍ରଚୁର ଫଳଧାରଣ କରିବେ। Ver Capítulo |