ଲେବୀୟ ପୁସ୍ତକ 4:17 - ଓଡିଆ ବାଇବେଲ17 ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ। Ver Capítuloପବିତ୍ର ବାଇବଲ (Re-edited) - (BSI)17 ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ବିଚ୍ଛେଦ ବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ। Ver Capítuloପବିତ୍ର ବାଇବଲ17 ପୁଣି ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ବୁଡ଼ାଇ ସଦାପ୍ରଭୁଙ୍କ ସମ୍ମୁଖରେ ବିଚ୍ଛେଦ ବସ୍ତ୍ର ଆଗରେ ସାତଥର ଛିଞ୍ଚିବ। Ver Capítulo |