ଲେବୀୟ ପୁସ୍ତକ 4:30 - ଓଡିଆ ବାଇବେଲ30 ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ। Ver Capítuloପବିତ୍ର ବାଇବଲ (Re-edited) - (BSI)30 ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ବେଦିମୂଳରେ ଢାଳିବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ। Ver Capítuloପବିତ୍ର ବାଇବଲ30 ତା'ପରେ ସେ ଯାଜକ ଅଙ୍ଗୁଳିରେ ତା'ର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତା'ର ସମସ୍ତ ରକ୍ତ ଯଜ୍ଞବେଦି ମୂଳରେ ଢାଳିବ। Ver Capítulo |