La Biblia Online

- Anuncios -




ଲେବୀୟ ପୁସ୍ତକ 4:35 - ଓଡିଆ ବାଇବେଲ

35 ଆଉ, ମଙ୍ଗଳାର୍ଥକ ବଳିର ମେଷବତ୍ସଠାରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ, ପୁଣି ଯାଜକ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ସେହି ପାପ ସକାଶୁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।”

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

35 ଆଉ, ମଙ୍ଗଳାର୍ଥକ ବଳିର ମେଷବତ୍ସଠାରୁ ନୀତ ମେଦ ତୁଲ୍ୟ ଏହାର ସକଳ ମେଦ ନେବ, ପୁଣି ଯାଜକ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ସେହି ପାପ ସକାଶୁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଆଉ, ମଙ୍ଗଳାର୍ଥକ ବଳିର ମେଷବତ୍ସଠାରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ, ପୁଣି ଯାଜକ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ସେହି ପାପ ସକାଶୁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।

Ver Capítulo Copiar

ପବିତ୍ର ବାଇବଲ

35 ସେ ଉତ୍ସର୍ଗ କରାଯାଇଥିବା ପଶୁଠାରୁ ସମସ୍ତ ମେଦ କାଢ଼ି ନେବ। ଯେପରି ସେ ସହଭାଗିତାର ନୈବେଦ୍ୟକୁ କରିଥିଲା ଏବଂ ସଦାପ୍ରଭୁଙ୍କୁ ଉପହାର ଦେବାକୁ ଯାଜକ ଏହାକୁ ଯଜ୍ଞବେଦିରେ ଦ‌‌‌‌ଗ୍‌‌‌‌ଧ କରିବ। ଏହି ପ୍ରକାରେ ଯାଜକ ନିଜ ପାପ ପାଇଁ ତା'ର ତରଫରୁ ପ୍ରାୟଶ୍ଚିତ କରିବ ଏବଂ ତାକୁ କ୍ଷମା ଦିଆଯିବ।

Ver Capítulo Copiar




ଲେବୀୟ ପୁସ୍ତକ 4:35

Síguenos en:

Anuncios


Anuncios