ଲେବୀୟ ପୁସ୍ତକ 5:11 - ଓଡିଆ ବାଇବେଲ11 ମାତ୍ର ସେ ଯଦି ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଆପଣାର ଉପହାର ରୂପେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବ; ସେ ତହିଁ ଉପରେ ତୈଳ ଦେବ ନାହିଁ, କି କୁନ୍ଦୁରୁ ରଖିବ ନାହିଁ; କାରଣ ତାହା ପାପାର୍ଥକ ନୈବେଦ୍ୟ। Ver Capítuloପବିତ୍ର ବାଇବଲ (Re-edited) - (BSI)11 ମାତ୍ର ସେ ଯେବେ ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଆପଣାର ଉପହାର ରୂପେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବ; ସେ ତହିଁ ଉପରେ ତୈଳ ଦେବ ନାହିଁ, କି କୁନ୍ଦୁରୁ ରଖିବ ନାହିଁ; କାରଣ ତାହା ପାପାର୍ଥକ ନୈବେଦ୍ୟ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମାତ୍ର ସେ ଯଦି ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଆପଣାର ଉପହାର ରୂପେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବ; ସେ ତହିଁ ଉପରେ ତୈଳ ଦେବ ନାହିଁ, କି କୁନ୍ଦୁରୁ ରଖିବ ନାହିଁ; କାରଣ ତାହା ପାପାର୍ଥକ ନୈବେଦ୍ୟ। Ver Capítuloପବିତ୍ର ବାଇବଲ11 “ଯଦି ସେ ଦୁଇଟି କପୋତ ଛୁଆ କିମ୍ବା ଦୁଇଟି ପାରା ଛୁଆ ଆଣିବାକୁ ଅସମର୍ଥ ହୁଏ ତେବେ ସେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବା ଉଚିତ୍, ସେଥିରେ ତୈଳ ଦେବା ଉଚିତ୍ ନୁହେଁ କି ସୁଗନ୍ଧି ଦେବା ଉଚିତ୍ ନୁହଁ କାରଣ ତାହା ପାପାର୍ଥକ ନୈବେଦ୍ୟ। Ver Capítulo |