La Biblia Online

- Anuncios -




ଲେବୀୟ ପୁସ୍ତକ 5:4 - ଓଡିଆ ବାଇବେଲ

4 ଅଥବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବିଚାରହୀନତା ପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବିଚାରହୀନତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

4 ଅଥବା କେହି ଯେବେ ମନ୍ଦ କରିବାକୁ କି ଭଲ କରିବାକୁ ବାଚାଳତାପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବାଚାଳତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଅଥବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବିଚାରହୀନତା ପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବିଚାରହୀନତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ।

Ver Capítulo Copiar

ପବିତ୍ର ବାଇବଲ

4 “କିମ୍ବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବାଗ୍ଭଳତା ପୂର୍ବକ ଶପଥ କରେ ଏବଂ ସେ ଶପଥ ବିଷୟରେ ଭୂଲିଯାଏ, ସେ ଦୋଷୀ ବୋଲି ବିବେଚିତ ହେବ, ଯେତେବେଳେ ସେ ମନେ ପକାଇବ କାରଣ ସେ ତା'ର ଶପଥ ରକ୍ଷା କରି ପାରିଲା ନାହିଁ।

Ver Capítulo Copiar




ଲେବୀୟ ପୁସ୍ତକ 5:4

Síguenos en:

Anuncios


Anuncios