ଲୂକ ଲିଖିତ ସୁସମାଚାର 2:39 - ଓଡିଆ ବାଇବେଲ39 ପରେ ସେମାନେ ପ୍ରଭୁଙ୍କ ମୋଶାଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମାପ୍ତ କରି ଗାଲିଲୀକୁ, ନିଜ ନଗର ନାଜରିତକୁ ଫେରିଗଲେ । Ver Capítuloପବିତ୍ର ବାଇବଲ (Re-edited) - (BSI)39 ପରେ ସେମାନେ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କ୍ରିୟା ସମ୍ପନ୍ନ କରି ଗାଲିଲୀକି, ନିଜ ନଗର ନାଜରିତକୁ ବାହୁଡ଼ିଗଲେ। Ver Capítuloପବିତ୍ର ବାଇବଲ (CL) NT (BSI)39 ପ୍ରଭୁଙ୍କ ବ୍ୟବସ୍ଥା ଅନୁଯାୟୀ ଯାହା ଆବଶ୍ୟକ ଥିଲା, ସେ ସମସ୍ତ ଶେଷ ହେବା ପରେ ଯୋସେଫ ଓ ମରିୟମ ନିଜର ବାସସ୍ଥାନ ଗାଲିଲୀର ନାଜରିତ ସହରକୁ ଫେରିଗଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ପରେ ସେମାନେ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମାପ୍ତ କରି ଗାଲିଲୀକୁ, ନିଜ ନଗର ନାଜରିତକୁ ଫେରିଗଲେ। Ver Capítuloପବିତ୍ର ବାଇବଲ39 ଯୋଷେଫ ଓ ମରିୟମ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମ୍ପୂର୍ଣ୍ଣ କଲେ। ତା'ପରେ ସେମାନେ ଗାଲିଲୀ ପ୍ରଦେଶର ନିଜ ନଗର ନାଜରିତକୁ ଫେରିଗଲେ। Ver Capítulo |