ଲୂକ ଲିଖିତ ସୁସମାଚାର 2:42 - ଓଡିଆ ବାଇବେଲ42 ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ । Ver Capítuloପବିତ୍ର ବାଇବଲ (Re-edited) - (BSI)42 ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ। Ver Capítuloପବିତ୍ର ବାଇବଲ (CL) NT (BSI)42 ଯୀଶୁଙ୍କୁ ବାର ବର୍ଷ ହେଇଥିବା ସମୟରେ ରୀତି ଅନୁସାରେ ସେମାନେ ପର୍ବ ପାଳନ ପାଇଁ ଗଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ। Ver Capítuloପବିତ୍ର ବାଇବଲ42 ଯୀଶୁଙ୍କୁ ବାରବର୍ଷ ବୟସ ହୋଇଥିବା ସମୟରେ ସବୁଥର ଭଳି ସେମାନେ ପର୍ବକୁ ଗଲେ। Ver Capítulo |