ଲୂକ ଲିଖିତ ସୁସମାଚାର 2:8 - ଓଡିଆ ବାଇବେଲ8 ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ । Ver Capítuloପବିତ୍ର ବାଇବଲ (Re-edited) - (BSI)8 ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ପଲ ଜଗୁଥିଲେ। Ver Capítuloପବିତ୍ର ବାଇବଲ (CL) NT (BSI)8 ଦେଶର ସେହି ଅଞ୍ଚଳରେ କେତେକ ମେଷପାଳକ ମେଷ ଜଗିବା ପାଇଁ ପ୍ରାନ୍ତରରେ ରାତ୍ରିକ୍ଷେପଣ କରୁଥିଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ। Ver Capítuloପବିତ୍ର ବାଇବଲ8 ସେହି ରାତିରେ କେତେକ ମେଷପାଳକ ସେମାନଙ୍କର ମେଣ୍ଢାଗୁଡ଼ିକୁ ରାତିସାରା ପଦାରେ ଜଗି ରହିଥିଲେ। Ver Capítulo |