ଲୂକ ଲିଖିତ ସୁସମାଚାର 3:13 - ଓଡିଆ ବାଇବେଲ13 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯେତିକି ନିୟମ ଅଛି, ତାହାଠାରୁ ଅଧିକ ଆଦାୟ କର ନାହିଁ । Ver Capítuloପବିତ୍ର ବାଇବଲ (Re-edited) - (BSI)13 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯାହା ନିରୂପିତ, ତାହା ଅପେକ୍ଷା ଅଧିକ ଆଦାୟ କର ନାହିଁ। Ver Capítuloପବିତ୍ର ବାଇବଲ (CL) NT (BSI)13 ସେ ସେମାନଙ୍କୁ କହିଲେ, “ଉଚିତ୍ ପରିମାଣଠାରୁ ଅଧିକ ଆଦାୟ କର ନାହିଁ।” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯେତିକି ନିୟମ ଅଛି, ତାହାଠାରୁ ଅଧିକ ଆଦାୟ କର ନାହିଁ। Ver Capítuloପବିତ୍ର ବାଇବଲ13 ଯୋହନ ସେମାନଙ୍କୁ କହିଲେ, “ତୁମ୍ଭକୁ ଯେତିକି ନେବାକୁ ଆଦେଶ ଦିଆଯାଇଛି, ତା'ଠାରୁ ଅଧିକ କର ଲୋକମାନଙ୍କଠାରୁ ନିଅ ନାହିଁ।” Ver Capítulo |