ଲୂକ ଲିଖିତ ସୁସମାଚାର 4:38 - ଓଡିଆ ବାଇବେଲ38 ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ । ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା, ଆଉ ସେମାନେ ତାହାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ । Ver Capítuloପବିତ୍ର ବାଇବଲ (Re-edited) - (BSI)38 ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ଵର ହୋଇଥିଲା, ଆଉ ସେମାନେ ତାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ। Ver Capítuloପବିତ୍ର ବାଇବଲ (CL) NT (BSI)38 ଯୀଶୁ ଉପାସନା ଗୃହରୁ ବାହାରି ଶିମୋନଙ୍କ ଗୃହକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ବହୁତ ଜ୍ୱର ହୋଇଥିଲା ଓ ସେମାନେ ତାଙ୍କ ବିଷୟରେ ଯୀଶୁଙ୍କୁ ଜଣାଇଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା, ଆଉ ସେମାନେ ତାହାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ। Ver Capítuloପବିତ୍ର ବାଇବଲ38 ଯୀଶୁ ସମାଜଗୃହ ଛାଡ଼ି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା। ସେମାନେ ଯୀଶୁଙ୍କୁ, ତାହାଙ୍କୁ ସାହାଯ୍ୟ କରିବା ପାଇଁ କହିଲେ। Ver Capítulo |