ଲୂକ ଲିଖିତ ସୁସମାଚାର 4:39 - ଓଡିଆ ବାଇବେଲ39 ସେଥିରେ ସେ ତାହାଙ୍କ ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେହିକ୍ଷଣି ଉଠି ସେମାନଙ୍କ ସେବା କରିବାକୁ ଲାଗିଲେ । Ver Capítuloପବିତ୍ର ବାଇବଲ (Re-edited) - (BSI)39 ସେଥିରେ ସେ ତାଙ୍କ ପାଖରେ ଠିଆ ହୋଇ ଜ୍ଵରକୁ ଧମକ ଦେଲେ, ଆଉ ତାଙ୍କୁ ଜ୍ଵର ଛାଡ଼ିଗଲା, ପୁଣି ସେ ସେହିକ୍ଷଣି ଉଠି ସେମାନଙ୍କ ପରିଚର୍ଯ୍ୟା କରିବାକୁ ଲାଗିଲେ। Ver Capítuloପବିତ୍ର ବାଇବଲ (CL) NT (BSI)39 ଯୀଶୁ ଯାଇ ତାଙ୍କ ଶଯ୍ୟା ପାଖରେ ଠିଆହେଲେ ଓ ସେ ଜ୍ୱର ମୁକ୍ତ ହୁଅନ୍ତୁ ବୋଲି ଆଦେଶ ଦେଲେ। ସଙ୍ଗେ ସଙ୍ଗେ ଜ୍ୱର ଛାଡ଼ିଗଲା ଏବଂ ସେ ଉଠି ସେମାନଙ୍କର ପରିଚର୍ଯ୍ୟା କଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ସେଥିରେ ସେ ତାହାଙ୍କ ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେହିକ୍ଷଣି ଉଠି ସେମାନଙ୍କ ସେବା କରିବାକୁ ଲାଗିଲେ। Ver Capítuloପବିତ୍ର ବାଇବଲ39 ଯୀଶୁ ତାହାଙ୍କର ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ। ତାହାଙ୍କର ଜ୍ୱର ଛାଡ଼ିଗଲା। ତା'ପରେ ସେ ଉଠି ସେମାନଙ୍କର ସେବାରେ ଲାଗିପଡ଼ିଲେ। Ver Capítulo |