ଲୂକ ଲିଖିତ ସୁସମାଚାର 4:4 - ଓଡିଆ ବାଇବେଲ4 ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ । Ver Capítuloପବିତ୍ର ବାଇବଲ (Re-edited) - (BSI)4 ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ମନୁଷ୍ୟ କେବଳ ରୋଟୀରେ ବଞ୍ଚିବ ନାହିଁ। Ver Capítuloପବିତ୍ର ବାଇବଲ (CL) NT (BSI)4 କିନ୍ତୁ ଯୀଶୁ ଉତ୍ତର ଦେଲେ, “ଧର୍ମଶାସ୍ତ୍ରରେ ଲେଖାଅଛି, ‘ମନୁଷ୍ୟ କେବଳ ରୋଟୀରେ ବଞ୍ଚିପାରିବ ନାହିଁ।” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯୀଶୁ ତାହାକୁ ଉତ୍ତର ଦେଲେ, “ପବିତ୍ର ଶାସ୍ତ୍ରରେ ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ।’” Ver Capítuloପବିତ୍ର ବାଇବଲ4 ଏହା ଶୁଣି ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ରରେ ଲେଖାଅଛି: ‘ମଣିଷ କେବଳ ରୋଟୀରେ ବଞ୍ଚେ ନାହିଁ।’” Ver Capítulo |