ଲୂକ ଲିଖିତ ସୁସମାଚାର 4:5 - ଓଡିଆ ବାଇବେଲ5 ଆଉ ସେ ତାହାଙ୍କୁ ଉପରକୁ ନେଇଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା । Ver Capítuloପବିତ୍ର ବାଇବଲ (Re-edited) - (BSI)5 ଆଉ, ସେ ତାହାଙ୍କୁ ଉପରକୁ ଘେନିଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା। Ver Capítuloପବିତ୍ର ବାଇବଲ (CL) NT (BSI)5 ତା’ପରେ ଶୟତାନ ତାଙ୍କୁ ଗୋଟିଏ ଉଚ୍ଚ ସ୍ଥାନକୁ ନେଇଗଲା ଏବଂ ମୁହୂର୍ତ୍ତକ ମଧ୍ୟରେ ଜଗତର ସମସ୍ତ ରାଜ୍ୟ ଦେଖାଇଲା। ଶୟତାନ ତାଙ୍କୁ କହିଲା, Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ ସେ ତାହାଙ୍କୁ ଉପରକୁ ନେଇଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା। Ver Capítuloପବିତ୍ର ବାଇବଲ5 ତା'ପରେ ଶୟତାନ ତାହାଙ୍କୁ ବହୁତ ଉପରକୁ ନେଇଯାଇ କ୍ଷଣକ ମଧ୍ୟରେ ସାରା ସଂସାରର ସମସ୍ତ ରାଜ୍ୟ ଦେଖାଇଦେଲା। Ver Capítulo |