ଲୂକ ଲିଖିତ ସୁସମାଚାର 5:23 - ଓଡିଆ ବାଇବେଲ23 କ'ଣ ସହଜ ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା ? Ver Capítuloପବିତ୍ର ବାଇବଲ (Re-edited) - (BSI)23 କଅଣ ସହଜ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା? Ver Capítuloପବିତ୍ର ବାଇବଲ (CL) NT (BSI)23 ‘ତୁମର ପାପସବୁ କ୍ଷମା ହୋଇଛି’ ବୋଲି କହିବା ସହଜ ନା, ‘ଉଠି ଚାଲ’ ବୋଲି କହିବା ସହଜ? Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କଅଣ ସହଜ? ‘ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା,’ ବା, ‘ଉଠ, ଚାଲ ବୋଲି କହିବା?’ Ver Capítuloପବିତ୍ର ବାଇବଲ23 କଅଣ କହିବା ସରଳ? ପକ୍ଷାଘାତ ରୋଗୀଟିକୁ କହିବା ଯେ ‘ତୁମ୍ଭ ପାପକ୍ଷମା କରି ଦିଆଗଲା’ ନା ଏ କଥା କହିବା ଯେ ଉଠ ଓ ଗ୍ଭଲ?’ Ver Capítulo |