ଲୂକ ଲିଖିତ ସୁସମାଚାର 5:28 - ଓଡିଆ ବାଇବେଲ28 ସେଥିରେ ସେ ସମସ୍ତ ପରିତ୍ୟାଗ କରି ଉଠି ତାହାଙ୍କର ଅନୁଗମନ କରିବାକୁ ଲାଗିଲେ । Ver Capítuloପବିତ୍ର ବାଇବଲ (Re-edited) - (BSI)28 ସେଥିରେ ସେ ସମସ୍ତ ପରିତ୍ୟାଗ କରି ଉଠି ତାହାଙ୍କର ଅନୁଗମନ କରିବାକୁ ଲାଗିଲେ। Ver Capítuloପବିତ୍ର ବାଇବଲ (CL) NT (BSI)28 ଲେବୀ ସଙ୍ଗେ ସଙ୍ଗେ ସମସ୍ତ ପରିତ୍ୟାଗ କରି ତାଙ୍କ ପଛେ ପଛେ ଗଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେଥିରେ ସେ ସମସ୍ତ ପରିତ୍ୟାଗ କରି ଉଠି ତାହାଙ୍କର ଅନୁଗମନ କରିବାକୁ ଲାଗିଲେ। Ver Capítuloପବିତ୍ର ବାଇବଲ28 ଲେବୀ ଉଠି ପଡ଼ିଲେ। ସେ ସବୁକିଛି ପରିତ୍ୟାଗ କରି ଯୀଶୁଙ୍କୁ ଅନୁସରଣ କଲେ। Ver Capítulo |