ଲୂକ ଲିଖିତ ସୁସମାଚାର 5:4 - ଓଡିଆ ବାଇବେଲ4 ସେ କଥା ଶେଷ କରି ଶିମୋନଙ୍କୁ କହିଲେ, ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ । Ver Capítuloପବିତ୍ର ବାଇବଲ (Re-edited) - (BSI)4 ସେ କଥା ଶେଷ କରି ଶିମୋନଙ୍କୁ କହିଲେ, ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ। Ver Capítuloପବିତ୍ର ବାଇବଲ (CL) NT (BSI)4 ଶିକ୍ଷା ଶେଷ କରିବା ପରେ ସେ ଶିମୋନଙ୍କୁ କହିଲେ, “ନୌକାଟିକୁ ଆହୁରି ଗଭୀର ଜଳକୁ ଠେଲି ନିଅ ଏବଂ ତୁମେ ଓ ତୁମର ବନ୍ଧୁମାନେ ମାଛ ଧରିବା ପାଇଁ ଜାଲ ପକାଅ।” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ କଥା ଶେଷ କରି ଶିମୋନଙ୍କୁ କହିଲେ, “ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ।” Ver Capítuloପବିତ୍ର ବାଇବଲ4 ଉପଦେଶ ଦେଇ ସାରିବା ପରେ ଯୀଶୁ ଶିମୋନଙ୍କୁ କହିଲେ, “ଡଙ୍ଗାକୁ ଗଭୀର ଜଳକୁ ନେଇ ଗ୍ଭଲ। ପାଣିରେ ତୁମ୍ଭେ ସମସ୍ତେ ଯଦି ତୁମ୍ଭମାନଙ୍କର ଜାଲ ପକେଇବ, ତେବେ କିଛି ମାଛ ଧରିବ।” Ver Capítulo |