ଲୂକ ଲିଖିତ ସୁସମାଚାର 6:28 - ଓଡିଆ ବାଇବେଲ28 ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର । Ver Capítuloପବିତ୍ର ବାଇବଲ (Re-edited) - (BSI)28 ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପମାନ କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର। Ver Capítuloପବିତ୍ର ବାଇବଲ (CL) NT (BSI)28 ଯେଉଁମାନେ ତୁମକୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର ଓ ଯେଉଁମାନେ ତୁମ ପ୍ରତି ଦୁର୍ବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର। ଯଦି କେହି ତୁମର ଗୋଟିଏ ଗାଲରେ ମାରେ, ତେବେ ତାକୁ ଅନ୍ୟ ଗାଲଟି ମଧ୍ୟ ଦେଖାଇ ଦିଅ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର। Ver Capítuloପବିତ୍ର ବାଇବଲ28 ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦେଉଛନ୍ତି, ପରମେଶ୍ୱରଙ୍କୁ ପ୍ରାର୍ଥନା କର ଯେ ସେ ସେମାନଙ୍କୁ ଆଶୀର୍ବାଦ କରନ୍ତୁ। ଯେଉଁମାନେ ତୁମ୍ଭମାନଙ୍କୁ ଆପମାନ ଦେଉଛନ୍ତି, ତୁମ୍ଭେମାନେ ସେମାନଙ୍କ ପାଇଁ ପ୍ରାର୍ଥନା କର। Ver Capítulo |