ମଲାଖୀ 2:4 - ଓଡିଆ ବାଇବେଲ4 ତହିଁରେ ଲେବୀ ସହିତ ଆମ୍ଭର ନିୟମ ଯେପରି ହେବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଯେ ଏହି ଆଜ୍ଞା ପ୍ରେରଣ କରିଅଛୁ, ଏହା ତୁମ୍ଭେମାନେ ଜାଣିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)4 ତହିଁରେ ଲେବୀ ସହିତ ଆମ୍ଭର ନିୟମ ଯେପରି ଥିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଯେ ଏହି ଆଜ୍ଞା ପ୍ରେରଣ କରିଅଛୁ, ଏହା ତୁମ୍ଭେମାନେ ଜାଣିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁରେ ଲେବୀ ସହିତ ଆମ୍ଭର ନିୟମ ଯେପରି ହେବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଯେ ଏହି ଆଜ୍ଞା ପ୍ରେରଣ କରିଅଛୁ, ଏହା ତୁମ୍ଭେମାନେ ଜାଣିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Ver Capítuloପବିତ୍ର ବାଇବଲ4 ତାହାହେଲେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ଏହି ଆଜ୍ଞା ତୁମ୍ଭମାନଙ୍କୁ ପଠାଇଲୁ। ଆମ୍ଭେ ଏହା କଲୁ ଯାହାଦ୍ୱାରା ଲେବୀମାନଙ୍କ ସହିତ ଆମ୍ଭର ନିୟମ ଗ୍ଭଲୁ ରହିବ।” ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହିଥିଲେ। Ver Capítulo |