ମୀଖା 2:1 - ଓଡିଆ ବାଇବେଲ1 ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର ! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ। Ver Capítuloପବିତ୍ର ବାଇବଲ (Re-edited) - (BSI)1 ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର ! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ। Ver Capítuloପବିତ୍ର ବାଇବଲ1 ଯେଉଁମାନେ ପାପ ଚିନ୍ତା କରନ୍ତି, ଦୁଃଖ ଦୁର୍ଦ୍ଦଶା ସେମାନଙ୍କ ନିକଟକୁ ଆସେ। ସେହି ଲୋକମାନେ ନିଜ ନିଜ ଶଯ୍ୟା ଉପରେ ପଡ଼ିରହି ମନ୍ଦ କଥା ଚିନ୍ତା କରନ୍ତି। ଯେତେବେଳେ ପ୍ରଭାତ ହୁଏ, ପାଞ୍ଚିଥିବା ମନ୍ଦ କଥାକୁ କାର୍ଯ୍ୟକାରୀ କରନ୍ତି। କାରଣ ସହଜରେ ସେ କାର୍ଯ୍ୟ କରିବାକୁ ତାଙ୍କର ସେ ଶକ୍ତି ଥାଏ। Ver Capítulo |