ମୀଖା 5:8 - ଓଡିଆ ବାଇବେଲ8 ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ। Ver Capítuloପବିତ୍ର ବାଇବଲ (Re-edited) - (BSI)8 ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ। Ver Capítuloପବିତ୍ର ବାଇବଲ8 ବହୁ ଗୋଷ୍ଠୀ ମଧ୍ୟରେ ବିକ୍ଷିପ୍ତ ହୋଇଥିବା ଯାକୁବର ଅବଶିଷ୍ଟାଂଶ ଜଙ୍ଗଲର ପ୍ରାଣୀମାନଙ୍କ ମଧ୍ୟରେ ସିଂହ ସଦୃଶ ବସବାସ କରିବେ। ଆଉ ମଧ୍ୟ ସେମାନେ ମେଷ ପଲରେ ଯୁବା ସିଂହ ସଦୃଶ ଲୋକମାନଙ୍କୁ ଦଳି ପକାଇବେ। ସିଂହ ଜଙ୍ଗଲ ମଧ୍ୟରେ ନିଜ ଇଚ୍ଛା ଅନୁସାରେ ଗତି କରେ ଓ ଯେଉଁ ପ୍ରାଣୀକୁ ଆକ୍ରମଣ କରେ, ତାକୁ କେହି ରକ୍ଷା କରି ପାରିବେ ନାହିଁ। Ver Capítulo |