ମୀଖା 6:3 - ଓଡିଆ ବାଇବେଲ3 ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କ’ଣ କରିଅଛୁ ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ। Ver Capítuloପବିତ୍ର ବାଇବଲ (Re-edited) - (BSI)3 ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳା; କରିଅଛୁ? ଆମ୍ଭ ପ୍ରତିକୂଳରେ ସାକ୍ଷ୍ୟ ଦିଅ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 “ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ। Ver Capítuloପବିତ୍ର ବାଇବଲ3 ସଦାପ୍ରଭୁ ପୁଣି କୁହନ୍ତି, “ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ କୁହ ଆମ୍ଭେ ତୁମ୍ଭମାନଙ୍କ ବିପକ୍ଷରେ କି କାର୍ଯ୍ୟ କରିଅଛୁ। ତୁମ୍ଭମାନଙ୍କର ଜୀବନକୁ କଠିନତର କରିଛି ବୋଲି ସାକ୍ଷ୍ୟ ଦିଅ। Ver Capítulo |