ମୀଖା 6:6 - ଓଡିଆ ବାଇବେଲ6 ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଉର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବା ? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା ? Ver Capítuloପବିତ୍ର ବାଇବଲ (Re-edited) - (BSI)6 ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଊର୍ଦ୍ଧ୍ଵସ୍ଥ ପରମେଶ୍ଵରଙ୍କ ସମ୍ମୁଖରେ ପ୍ରଣାମ କରିବା? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା? Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 “ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବା? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା? Ver Capítuloପବିତ୍ର ବାଇବଲ6 ଆମ୍ଭେମାନେ କ’ଣ ଆଣି ସଦାପ୍ରଭୁଙ୍କୁ ଭେଟିବା? କ’ଣ କରି ଆମ୍ଭେ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କୁ ପ୍ରଣାମ କରିବା? କ’ଣ ହୋମବଳି ଓ ଏକ ବର୍ଷୀୟ ଗୋବତ୍ସ ନେଇ ଆମ୍ଭେ ସଦାପ୍ରଭୁଙ୍କୁ ଭେଟି ଦେବା? Ver Capítulo |