ଗଣନା ପୁସ୍ତକ 10:21 - ଓଡିଆ ବାଇବେଲ21 ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବୋହି ଅଗ୍ରସର ହେଲେ; ପୁଣି, ସେମାନେ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)21 ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବହି ଅଗ୍ରସର ହେଲେ; ପୁଣି ସେମାନଙ୍କ ପହୁଞ୍ଚିବା ସମୟକୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବୋହି ଅଗ୍ରସର ହେଲେ; ପୁଣି, ସେମାନେ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ। Ver Capítuloପବିତ୍ର ବାଇବଲ21 ତା'ପରେ କହାତୀୟଙ୍କ ପରିବାର ପବିତ୍ର ସ୍ଥାନର ଭାର ବହନକରି ସେହି ପବିତ୍ର ତମ୍ବୁ ସ୍ଥାପନ କରିଥିଲେ। କହାତୀୟ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ପବିତ୍ର ତମ୍ବୁ ସ୍ଥାପନ କରିଥିଲେ। Ver Capítulo |