ଗଣନା ପୁସ୍ତକ 10:32 - ଓଡିଆ ବାଇବେଲ32 ଆଉ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ ଗଲେ ଏହା ହେବ, ନିଶ୍ଚୟ ଏହା ହେବ ଯେ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ମଙ୍ଗଳ କରିବେ, ତାହା ଆମ୍ଭେମାନେ ତୁମ୍ଭ ପ୍ରତି କରିବୁ। Ver Capítuloପବିତ୍ର ବାଇବଲ (Re-edited) - (BSI)32 ଆଉ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ ଗଲେ ଏହା ହେବ, ନିଶ୍ଚୟ ଏହା ହେବ ଯେ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ମଙ୍ଗଳ କରିବେ, ତାହା ଆମ୍ଭେମାନେ ତୁମ୍ଭ ପ୍ରତି କରିବୁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଆଉ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ ଗଲେ ଏହା ହେବ, ନିଶ୍ଚୟ ଏହା ହେବ ଯେ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ମଙ୍ଗଳ କରିବେ, ତାହା ଆମ୍ଭେମାନେ ତୁମ୍ଭ ପ୍ରତି କରିବୁ।” Ver Capítuloପବିତ୍ର ବାଇବଲ32 ଯଦି ତୁମ୍ଭେ ଆମ୍ଭମାନଙ୍କ ସହିତ ଯିବ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ଉତ୍ତମ ଜିନିଷ ଦେବେ, ତାହା ଆମ୍ଭେମାନେ ତୁମ୍ଭ ସହିତ ବାଣ୍ଟ କରିବୁ।” Ver Capítulo |