ଗଣନା ପୁସ୍ତକ 10:33 - ଓଡିଆ ବାଇବେଲ33 ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା। Ver Capítuloପବିତ୍ର ବାଇବଲ (Re-edited) - (BSI)33 ଏ ଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ ସ୍ଥାନ ଅନ୍ଵେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ-ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା। Ver Capítuloପବିତ୍ର ବାଇବଲ33 ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଅତିକ୍ରମ କଲେ, ପୁଣି ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା। Ver Capítulo |