ଗଣନା ପୁସ୍ତକ 10:36 - ଓଡିଆ ବାଇବେଲ36 ଆଉ ତାହା ବିଶ୍ରାମ କରିବା ସମୟରେ ସେ କହନ୍ତି, “ସଦାପ୍ରଭୁ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର।” Ver Capítuloପବିତ୍ର ବାଇବଲ (Re-edited) - (BSI)36 ଆଉ ତାହା ବିଶ୍ରାମ କରିବା ବେଳେ ସେ କହନ୍ତି, ସଦାପ୍ରଭୋ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ ତାହା ବିଶ୍ରାମ କରିବା ସମୟରେ ସେ କହନ୍ତି, “ସଦାପ୍ରଭୋ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର।” Ver Capítuloପବିତ୍ର ବାଇବଲ36 ଆଉ ପବିତ୍ର ସିନ୍ଦୁକ ଅଟକି ଗଲାବେଳେ ମୋଶା କହନ୍ତି, “ହେ ସଦାପ୍ରଭୁ ତୁମ୍ଭେ ଇସ୍ରାଏଲର ହଜାର ହଜାର ଲୋକଙ୍କ ପ୍ରତି ଫେର।” Ver Capítulo |