ଗଣନା ପୁସ୍ତକ 10:4 - ଓଡିଆ ବାଇବେଲ4 ଆଉ ଯଦି ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ। Ver Capítuloପବିତ୍ର ବାଇବଲ (Re-edited) - (BSI)4 ଆଉ ଯେବେ ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ ଯଦି ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ। Ver Capítuloପବିତ୍ର ବାଇବଲ4 ଯଦି ସେମାନେ ଏକ ତୂରୀ ବଜାଇବେ ତେବେ ପରିବାରବର୍ଗର ଅଧିପତିମାନେ ତୁମ୍ଭ ନିକଟରେ ଏକତ୍ରିତ ହେବା ଉଚିତ୍। Ver Capítulo |