ଗଣନା ପୁସ୍ତକ 12:10 - ଓଡିଆ ବାଇବେଲ10 ପୁଣି, ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା ଆଉ ଦେଖ, ମରୀୟମ କୁଷ୍ଠଗ୍ରସ୍ତା, ହିମ ତୁଲ୍ୟ ଶ୍ୱେତ; ପୁଣି, ହାରୋଣ ମରୀୟମଙ୍କୁ ଅନାନ୍ତେ, ଦେଖ, ସେ କୁଷ୍ଠଗ୍ରସ୍ତ। Ver Capítuloପବିତ୍ର ବାଇବଲ (Re-edited) - (BSI)10 ପୁଣି ତମ୍ଵୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା ; ଆଉ ଦେଖ, ମରୀୟମ କୁଷ୍ଠଗ୍ରସ୍ତା, ହିମ ତୁଲ୍ୟ ଶ୍ଵେତ; ପୁଣି ହାରୋଣ ମରୀୟମଙ୍କୁ ଅନାନ୍ତେ, ଦେଖ, ସେ କୁଷ୍ଠଗ୍ରସ୍ତ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା ଆଉ ଦେଖ, ମରୀୟମ କୁଷ୍ଠଗ୍ରସ୍ତା, ହିମ ତୁଲ୍ୟ ଶ୍ୱେତ; ପୁଣି, ହାରୋଣ ମରୀୟମଙ୍କୁ ଅନାନ୍ତେ, ଦେଖ, ସେ କୁଷ୍ଠଗ୍ରସ୍ତ। Ver Capítuloପବିତ୍ର ବାଇବଲ10 ପୁଣି ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା। ହାରୋଣ ମରିୟମଙ୍କୁ ଦେଖିଲେ, ତାଙ୍କର ଚର୍ମ ହିମତୁଲ୍ୟ ଶ୍ୱେତବର୍ଣ୍ଣ, ସେ କୁଷ୍ଠଗ୍ରସ୍ତା ହେଲେ। Ver Capítulo |