ଗଣନା ପୁସ୍ତକ 14:40 - ଓଡିଆ ବାଇବେଲ40 ପୁଣି, ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, “ଦେଖ, ଆମ୍ଭେମାନେ ପାପ କରିଅଛୁ , ତଥାପି ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା ନିମନ୍ତେ; ଆମ୍ଭେମାନେ ଏଠାରେ ଅଛୁ।” Ver Capítuloପବିତ୍ର ବାଇବଲ (Re-edited) - (BSI)40 ପୁଣି ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, ଦେଖ, ଆମ୍ଭେମାନେ ଏଠାରେ ଅଛୁ, ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା; କାରଣ ଆମ୍ଭେମାନେ ପାପ କରିଅଛୁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ପୁଣି, ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତ ଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, “ଦେଖ, ଆମ୍ଭେମାନେ ପାପ କରିଅଛୁ, ତଥାପି ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା ନିମନ୍ତେ; ଆମ୍ଭେମାନେ ଏଠାରେ ଅଛୁ।” Ver Capítuloପବିତ୍ର ବାଇବଲ40 ତହୁଁ ସେମାନେ ଅତି ପ୍ରାତଃକାଳରୁ ଉଠି ପର୍ବତ ଶୃଙ୍ଗ ଉପରକୁ ଯିବାକୁ ବାହାରି ସେମାନେ କହିଲେ, “ଦେଖ ଆମ୍ଭେମାନେ ଏଠାରେ ଅଛୁ, ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଥିଲେ, ସେହି ସ୍ଥାନକୁ ଯିବା, କାରଣ ଆମ୍ଭେମାନେ ପାପ କରିଅଛୁ।” Ver Capítulo |