ଗଣନା ପୁସ୍ତକ 16:15 - ଓଡିଆ ବାଇବେଲ15 ତହିଁରେ ମୋଶା ଅତିଶୟ କ୍ରୋଧାନ୍ୱିତ ହୋଇ ଉଠିଲେ, ପୁଣି, ସେ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ।” Ver Capítuloପବିତ୍ର ବାଇବଲ (Re-edited) - (BSI)15 ତହିଁରେ ମୋଶା ଅତିଶୟ ଜ୍ଵଳି ଉଠିଲେ, ପୁଣି ସେ ସଦାପ୍ରଭୁଙ୍କୁ କହିଲେ, ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ମୋଶା ଅତିଶୟ କ୍ରୋଧାନ୍ୱିତ ହୋଇ ଉଠିଲେ, ପୁଣି, ସେ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ।” Ver Capítuloପବିତ୍ର ବାଇବଲ15 ତେଣୁ ମୋଶା ଅତ୍ୟନ୍ତ କ୍ରୋଧାନ୍ୱିତ ହେଲେ, ସେ ସଦାପ୍ରଭୁଙ୍କୁ କହିଲେ, “ମୁଁ ଏହି ଲୋକମାନଙ୍କର କିଛି କ୍ଷତି କରି ନାହିଁ, ମୁଁ ସେମାନଙ୍କଠାରୁ ଗୋଟିଏ ଗଧ ମଧ୍ୟ ନେଇ ନାହିଁ। ତେଣୁ ତୁମ୍ଭେ ଏମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ।” Ver Capítulo |