ଗଣନା ପୁସ୍ତକ 16:34 - ଓଡିଆ ବାଇବେଲ34 ପୁଣି, ସେମାନଙ୍କ ରବରେ ସେମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଇସ୍ରାଏଲ ପଳାୟନ କଲେ, ଯେହେତୁ ସେମାନେ କହିଲେ, କେଜାଣି ପୃଥିବୀ ଆମ୍ଭମାନଙ୍କୁ ଗ୍ରାସ କରିବ। Ver Capítuloପବିତ୍ର ବାଇବଲ (Re-edited) - (BSI)34 ପୁଣି ସେମାନଙ୍କ ରବରେ ସେମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଇସ୍ରାଏଲ ପଳାୟନ କଲେ, ଯେହେତୁ ସେମାନେ କହିଲେ, କେଜାଣି ପୃଥିବୀ ଆମ୍ଭମାନଙ୍କୁ ଗ୍ରାସ କରିବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ପୁଣି, ସେମାନଙ୍କ ରବରେ ସେମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଇସ୍ରାଏଲ ପଳାୟନ କଲେ, ଯେହେତୁ ସେମାନେ କହିଲେ, “କେଜାଣି ପୃଥିବୀ ଆମ୍ଭମାନଙ୍କୁ ଗ୍ରାସ କରିବ।” Ver Capítuloପବିତ୍ର ବାଇବଲ34 ଏଥିରେ ଇସ୍ରାଏଲ ଲୋକମାନେ ସେମାନଙ୍କର କରୁଣ ଚିତ୍କାର ଶୁଣି ଏଣେ ତେଣେ ପଳାୟନ କଲେ। ଆଉ ସେମାନେ କହିଲେ, “ପୃଥିବୀ ଆମ୍ଭମାନଙ୍କୁ ମଧ୍ୟ ଗ୍ରାସ କରିବ।” Ver Capítulo |