ଗଣନା ପୁସ୍ତକ 17:2 - ଓଡିଆ ବାଇବେଲ2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କଥା କୁହ, ସେମାନଙ୍କ ପିତୃଗୃହର ଅଧ୍ୟକ୍ଷମାନଙ୍କଠାରୁ ପ୍ରତ୍ୟେକ ପିତୃଗୃହ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ଗ୍ରହଣ କର; ତୁମ୍ଭେ ପ୍ରତ୍ୟେକର ଯଷ୍ଟିରେ ପ୍ରତ୍ୟେକ ଲୋକର ନାମ ଲେଖ। Ver Capítuloପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କଥା କୁହ, ସେମାନଙ୍କ ପିତୃଗୃହର ଅଧ୍ୟକ୍ଷମାନଙ୍କଠାରୁ ପ୍ରତ୍ୟେକ ପିତୃଗୃହ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ଗ୍ରହଣ କର; ତୁମ୍ଭେ ପ୍ରତ୍ୟେକର ଯଷ୍ଟିରେ ପ୍ରତ୍ୟେକ ଲୋକର ନାମ ଲେଖ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କଥା କୁହ, ସେମାନଙ୍କ ପିତୃଗୃହର ଅଧ୍ୟକ୍ଷମାନଙ୍କଠାରୁ ପ୍ରତ୍ୟେକ ପିତୃଗୃହ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ଗ୍ରହଣ କର; ତୁମ୍ଭେ ପ୍ରତ୍ୟେକର ଯଷ୍ଟିରେ ପ୍ରତ୍ୟେକ ଲୋକର ନାମ ଲେଖ। Ver Capítuloପବିତ୍ର ବାଇବଲ2 “ଇସ୍ରାଏଲର ଲୋକମାନଙ୍କୁ କୁହ, ପ୍ରତ୍ୟେକ ପରିବାର ପାଇଁ ସେମାନଙ୍କ ପରିବାରବର୍ଗର ନେତୃବର୍ଗଙ୍କଠାରୁ ଗୋଟିଏ ଗୋଟିଏ ଆଶାବାଡ଼ି ନିଅନ୍ତୁ। ସେହି ଆଶାବାଡ଼ି ଉପରେ ସେହି ବ୍ୟକ୍ତିର ନାମ ଲେଖ। Ver Capítulo |