ଗଣନା ପୁସ୍ତକ 19:3 - ଓଡିଆ ବାଇବେଲ3 ତହୁଁ ତୁମ୍ଭେମାନେ ସେହି ଗାଭୀକୁ ଇଲୀୟାସର ଯାଜକକୁ ଦେବ, ପୁଣି, ସେ ତାହାକୁ ଛାଉଣି ବାହାରକୁ ଆଣନ୍ତେ, ଜଣେ ତାହା ସମ୍ମୁଖରେ ତାକୁ ବଧ କରିବ। Ver Capítuloପବିତ୍ର ବାଇବଲ (Re-edited) - (BSI)3 ତହୁଁ ତୁମ୍ଭେମାନେ ସେହି ଗାଭୀକି ଇଲୀୟାସର ଯାଜକକୁ ଦେବ, ପୁଣି ସେ ତାହାକୁ ଛାଉଣି ବାହାରକୁ ଆଣନ୍ତେ, ଜଣେ ତାହା ସମ୍ମୁଖରେ ତାକୁ ବଧ କରିବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହୁଁ ତୁମ୍ଭେମାନେ ସେହି ଗାଭୀକୁ ଇଲୀୟାସର ଯାଜକକୁ ଦେବ, ପୁଣି, ସେ ତାହାକୁ ଛାଉଣି ବାହାରକୁ ଆଣନ୍ତେ, ଜଣେ ତାହା ସମ୍ମୁଖରେ ତାକୁ ବଧ କରିବ। Ver Capítuloପବିତ୍ର ବାଇବଲ3 ତହୁଁ ତୁମ୍ଭେମାନେ ସେହି ଗାଈକୁ ଇଲିୟାସର ଯାଜକକୁ ଦେବ। ସେ ତାହାକୁ ଛାଉଣି ବାହାରକୁ ଆଣି ବଧ କରିବ। Ver Capítulo |