ଗଣନା ପୁସ୍ତକ 4:32 - ଓଡିଆ ବାଇବେଲ32 ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ, ତହିଁର ଚୁଙ୍ଗୀ, ମେଖ, ରଜ୍ଜୁ ଓ ତହିଁ ସମ୍ବନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାରର ଦ୍ରବ୍ୟାଦି ନାମ ଦ୍ୱାରା ନିରୂପଣ କରିବ। Ver Capítuloପବିତ୍ର ବାଇବଲ (Re-edited) - (BSI)32 ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ ଓ ତହିଁର ଚୁଙ୍ଗୀ ଓ ମେଖ ଓ ରଜ୍ଜୁ ଓ ତହିଁ ସମ୍ଵନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାର ଦ୍ରବ୍ୟାଦି ନାମ ଦ୍ଵାରା ନିରୂପଣ କରିବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ, ତହିଁର ଚୁଙ୍ଗୀ, ମେଖ, ରଜ୍ଜୁ ଓ ତହିଁ ସମ୍ବନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାରର ଦ୍ରବ୍ୟାଦି ନାମ ଦ୍ୱାରା ନିରୂପଣ କରିବ। Ver Capítuloପବିତ୍ର ବାଇବଲ32 ସେମାନେ ପ୍ରାଙ୍ଗଣର ବାଡର ଖମ୍ବକୁ, ସେଗୁଡ଼ିକର ଭିତ୍ତିକୁ, ସେଗୁଡ଼ିକର ଖିଲକୁ, ସେଗୁଡ଼ିକର ରଜ୍ଜକୁ, ତାହା ସହିତ ସଂଯୁକ୍ତ ସମସ୍ତ ବସ୍ତୁକୁ ବହନ କରିବା ଉଚିତ୍। ତୁମ୍ଭେ ପ୍ରତ୍ୟେକ ବ୍ୟକ୍ତିକୁ ନିର୍ଦ୍ଧିଷ୍ଟ କାର୍ଯ୍ୟଭାର ବହନ କରିବାକୁ ଦେବା ଉଚିତ୍। Ver Capítulo |