ଗଣନା ପୁସ୍ତକ 4:8 - ଓଡିଆ ବାଇବେଲ8 ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂରବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ। Ver Capítuloପବିତ୍ର ବାଇବଲ (Re-edited) - (BSI)8 ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂରବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂର ବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକ ଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ। Ver Capítuloପବିତ୍ର ବାଇବଲ8 ତା'ପରେ ସେ ସମସ୍ତ ଉପରେ ସେମାନେ ଏକ ସିନ୍ଦୁରବର୍ଣ୍ଣ ବସ୍ତ୍ର ବିଛାଇବେ ଏବଂ ତା'ପରେ ଶିଶୁକଚର୍ମରେ ଆଚ୍ଛାଦନ କରିବେ। ତା'ପରେ ସେମାନେ ସେହି ସାଙ୍ଗୀ କଡ଼ା ଭିତରେ ପୁରାଇବେ। Ver Capítulo |