ଫିଲୀମନ 1:9 - ଓଡିଆ ବାଇବେଲ9 ତଥାପି ମୁଁ ବୃଦ୍ଧ ପାଉଲ, ପ୍ରେମ ହେତୁ ତୁମ୍ଭକୁ ଅନୁରୋଧ କରୁଅଛି, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବର୍ତ୍ତମାନ ବନ୍ଦୀ ଯେ ମୁଁ, Ver Capítuloପବିତ୍ର ବାଇବଲ (Re-edited) - (BSI)9 ତଥାପି ମୁଁ ବୃଦ୍ଧ ପାଉଲ, ପ୍ରେମ ହେତୁ ବରଂ ତୁମ୍ଭକୁ ଅନୁରୋଧ କରୁଅଛି, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବର୍ତ୍ତମାନ ବନ୍ଦୀ ଯେ ମୁଁ, Ver Capítuloପବିତ୍ର ବାଇବଲ (CL) NT (BSI)9 କିନ୍ତୁ ତୁମ ପ୍ରତି ମୋର ସ୍ନେହ ଥିବାରୁ କେବଳ ଅନୁରୋଧ କରିବି। ଯଦିଓ ମୁଁ ପାଉଲ, ଯୀଶୁ ଖ୍ରୀଷ୍ଟଙ୍କର ରାଜଦୂତ ଏବଂ ତାଙ୍କ ପାଇଁ ବର୍ତ୍ତମାନ ବନ୍ଦୀ, Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତଥାପି ମୁଁ ବୃଦ୍ଧ ପାଉଲ, ପ୍ରେମ ହେତୁ ତୁମ୍ଭକୁ ଅନୁରୋଧ କରୁଅଛି, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବର୍ତ୍ତମାନ ବନ୍ଦୀ ଯେ ମୁଁ, Ver Capítuloପବିତ୍ର ବାଇବଲ9 କିନ୍ତୁ ମୁଁ ତୁମ୍ଭକୁ ପ୍ରେମରେ ନିବେଦନ କରିବାକୁ ଇଚ୍ଛା କରେ। ମୁଁ ପାଉଲ, ବୁଢ଼ା ହୋଇ ଗଲିଣି ଓ ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ବନ୍ଦୀ ହୋଇଛି। Ver Capítulo |