ଫିଲିପୀୟ 4:19 - ଓଡିଆ ବାଇବେଲ19 ପୁଣି, ମୋହର ଈଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ । Ver Capítuloପବିତ୍ର ବାଇବଲ (Re-edited) - (BSI)19 ପୁଣି, ମୋହର ଈଶ୍ଵର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ଵର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ। Ver Capítuloପବିତ୍ର ବାଇବଲ (CL) NT (BSI)19 ଖ୍ରୀଷ୍ଟଙ୍କ ଦ୍ୱାରା ମୋ’ ଈଶ୍ୱର ତାଙ୍କର ପ୍ରଚୁର ଐଶ୍ୱର୍ଯ୍ୟରେ ତୁମ୍ଭମାନଙ୍କର ସମସ୍ତ ଆବଶ୍ୟକତା ଯୋଗାଇ ଦେବେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ମୋହର ଈଶ୍ବର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ। Ver Capítuloପବିତ୍ର ବାଇବଲ19 ପରମେଶ୍ୱର ସେଗୁଡ଼ିକୁ ଗ୍ରହଣ କରନ୍ତି ଓ ତାହା ତାହାଙ୍କୁ ପ୍ରସନ୍ନ କରେ। ଯୀଶୁଙ୍କ ଧନରେ ମୋ’ ପରମେଶ୍ୱର ଅତି ଧନୀ। ତୁମ୍ଭର ସମସ୍ତ ଆବଶ୍ୟକତାଗୁଡ଼ିକୁ ପୂରଣ କରିବା ଲାଗି ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାଙ୍କ ଧନର ବ୍ୟବହାର କରିବେ। Ver Capítulo |