ହିତୋପଦେଶ 11:26 - ଓଡିଆ ବାଇବେଲ26 ଶସ୍ୟ ଯେ ଅଟକ କରି ରଖେ, ତାହାକୁ ଲୋକମାନେ ଅଭିଶାପ ଦେବେ, ମାତ୍ର ଯେଉଁ ବ୍ୟକ୍ତି ତାହା ବିକ୍ରୟ କରେ, ତାହାର ମସ୍ତକରେ ଆଶୀର୍ବାଦ ବର୍ତ୍ତେ। Ver Capítuloପବିତ୍ର ବାଇବଲ (Re-edited) - (BSI)26 ଶସ୍ୟ ଯେ ଅଟକ କରି ରଖେ, ତାହାକୁ ଲୋକମାନେ ଅଭିଶାପ ଦେବେ, ମାତ୍ର ଯେଉଁ ବ୍ୟକ୍ତି ତାହା ବିକ୍ରୟ କରେ, ତାହାର ମସ୍ତକରେ ଆଶୀର୍ବାଦ ବର୍ତ୍ତେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଶସ୍ୟ ଯେ ଅଟକ କରି ରଖେ, ତାହାକୁ ଲୋକମାନେ ଅଭିଶାପ ଦେବେ, ମାତ୍ର ଯେଉଁ ବ୍ୟକ୍ତି ତାହା ବିକ୍ରୟ କରେ, ତାହାର ମସ୍ତକରେ ଆଶୀର୍ବାଦ ବର୍ତ୍ତେ। Ver Capítuloପବିତ୍ର ବାଇବଲ26 ଜଣେ ବ୍ୟକ୍ତି ଯିଏ ତା'ର ଶସ୍ୟ ବିକ୍ରୀ କରିବାକୁ ମନ କରେ, ତାହାକୁ ଲୋକମାନେ ଅଭିଶାପ ଦେବେ। କିନ୍ତୁ ଯେକେହି ଶସ୍ୟ ବିକ୍ରୟ କରେ ଇଚ୍ଛା ଏବଂ ନ୍ୟାୟ ସହିତ ତା'ର ମସ୍ତକକୁ ଆଶୀର୍ବାଦ ମିଳେ। Ver Capítulo |