ହିତୋପଦେଶ 14:8 - ଓଡିଆ ବାଇବେଲ8 ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର। Ver Capítuloପବିତ୍ର ବାଇବଲ (Re-edited) - (BSI)8 ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତାମାତ୍ର। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର। Ver Capítuloପବିତ୍ର ବାଇବଲ8 ଚତୁର ଲୋକମାନେ ଜ୍ଞାନୀ, କାରଣ ସେମାନେ ଯେପରି ଭାବରେ ରହନ୍ତି, ସେପରି ଚିନ୍ତା କରନ୍ତି। କିନ୍ତୁ ମୂର୍ଖମାନଙ୍କର ନିର୍ବୋଧତା ଏହି ଯେ, ଅନ୍ୟମାନଙ୍କୁ ଠକି କିପରି ବଞ୍ଚିବେ ସେହି କଥା ଭାବନ୍ତି। Ver Capítulo |