La Biblia Online

- Anuncios -




ହିତୋପଦେଶ 22:29 - ଓଡିଆ ବାଇବେଲ

29 ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ। ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

29 ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ। ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ। ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ।

Ver Capítulo Copiar

ପବିତ୍ର ବାଇବଲ

29 ଯଦି ଜଣେ ଲୋକ ତା'ର କାର୍ଯ୍ୟରେ ନିପୁଣ ଓ ତତ୍ପର। ତେବେ ସେ ରାଜାଙ୍କର ସେବା କରିବାକୁ ସକ୍ଷମ, ସେ କୌଣସି ନୀଚ ଲୋକର ସେବା କରିବ ନାହିଁ।

Ver Capítulo Copiar




ହିତୋପଦେଶ 22:29

Síguenos en:

Anuncios


Anuncios