ହିତୋପଦେଶ 25:12 - ଓଡିଆ ବାଇବେଲ12 ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି। Ver Capítuloପବିତ୍ର ବାଇବଲ (Re-edited) - (BSI)12 ସୁବର୍ଣ୍ଣ କର୍ଣ୍ଣକୁଣ୍ତଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି। Ver Capítuloପବିତ୍ର ବାଇବଲ12 ଯଦି ଜଣେ ଜ୍ଞାନୀ ଲୋକର ଗାଳି ପରି ଧ୍ୟାନ ଦିଅ, ଏହା ଖାଣ୍ଟି ସୁବର୍ଣ୍ଣର ମୁଦିଠାରୁ କିମ୍ବା ସବୁଠୁ ଖାଣ୍ଟି ସୁବର୍ଣ୍ଣର ଅନ୍ୟାନ୍ୟ ଅଳଙ୍କାରଠାରୁ ମୂଲ୍ୟବାନ ଅଟେ। Ver Capítulo |